ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରଥ ନିର୍ମାଣ
ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଶୁକ୍ରବାର ଏକ ପ୍ରକାର ଚୂଡାନ୍ତ ହୋଇଛି । ରଥର ପୋଟଳ ପଡି ପାରାଭାଡି ଉଠିଥିବାବେଳେ ଏବେ କେବଳ କଳସ ଓ ଓଲଟ ପାରା ଲଗାଯିବ । ରଥରେ ରଙ୍ଗକାମ ଦ୍ରୁତି ଗତିରେ ଚାଲିଛି । ରଙ୍ଗ ଲାଗି ଶେଷ ହେବାପରେ ରଥରେ ତାହା ଖଞ୍ଜାଯିବ ।!-->…