ଭୋଟର ତାଲିକାରେ ନାହିଁ ବରିଷ୍ଠ ବିଜେପି ନେତା ବିନୋଦ ଦାସଙ୍କ ନାଁ ଗୁରୁବାର ହାଇକୋର୍ଟରେ ପୁର୍ଣ୍ଣାଙ୍ଗ ଶୁଣାଣୀ
ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ଶ୍ରୀ ବିନୋଦ ଦାସଙ୍କ ନାଁ ଭୋଟର ତାଲିକାରୁ ବାଦ ପଡ଼ିଛିି । ଏହି ପ୍ରସଙ୍ଗକୁ ନେଇ ଶ୍ରୀ ଦାସ ଦାୟର କରିଥିବା ଆବେଦନର ପୁର୍ଣ୍ଣାଙ୍ଗ ଶୁଣାଣୀ ଗୁରୁବାର ହେବା ପାଇଁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀ ଦାସ ଆବେଦନ କରିଥିଲେ ମଧ୍ୟ ତାହାକୁ ଗ୍ରହଣ!-->…