ମହାପ୍ରଭୁଙ୍କ ଦର୍ଶନ ଓ ସମ୍ଭାବ୍ୟ ସୁବିଧା ସୁଯୋଗ ନିମନ୍ତେ ଏକ କୋଟିର ଆର୍ଥିକ ସହାୟତା:
‘‘ମହାପ୍ରଭୁଙ୍କର ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସଂପୂର୍ଣ୍ଣ କରିବା ପାଇଁ ସମସ୍ତେ ସଂକଳ୍ପ ନେଇ କାମ କରିବା ଏବଂ କାମ ଶୀଘ୍ର ଶେଷ କରିବା ପାଇଁ ନିଷ୍ଠାର ସହିତ ଉଦ୍ୟମ କରିବା । ପ୍ରତ୍ୟେକ ଓଡିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କର ଏହି କାର୍ଯ୍ୟରେ!-->…