ସୋଆ ନୂତନ କୋଭିଡ 19 ହସ୍ପିଟାଲ ପରିଦର୍ଶନ କଲେ 5ଟି ସଚିବ ଓ ଉନ୍ନୟନ କମିଶନର
ଭୁବନେଶ୍ୱର, ମାର୍ଚ୍ଚ ୨୯: ମହାମାରୀ କରୋନାର ମୁକାବିଲା କରିବା ପାଇଁ ଦେଶର ପ୍ରଥମ ଓ ସର୍ବବୃହତ କୋଭିଡ 19 ହସ୍ପିଟାଲ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ସମ ହସ୍ପିଟାଲ ପକ୍ଷରୁ ସ୍ଥାପନ କରାଯାଉଛି।
ଏ ନେଇ ରବିବାର ଏହି ନୂତନ ହସ୍ପିଟାଲର ସ୍ଥାପନ କାର୍ଯ୍ୟ!-->!-->!-->!-->!-->…