ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ
ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା । ଅକ୍ଟୋବର ୧୨ ତାରିଖ ବିଶ୍ୱ!-->…