Browsing Category
ରାଜ୍ୟ
ସୋଆର 156 ଶଯ୍ୟା ବିଶିଷ୍ଟ ତୃତୀୟ କୋଭିଡ ହସ୍ପିଟାଲ ତାଳଚେରରେ କାର୍ଯ୍ୟକ୍ଷମ
ଭୁବନେଶ୍ୱର, ଏପ୍ରିଲ 20:ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଓ ସମ ହସ୍ପିଟାଲର ତୃତୀୟ ସମ କୋଭିଡ 19 ହସ୍ପିଟାଲ ଅନୁଗୁଳ ଜିଲ୍ଲା ତାଳଚେରଠାରେ ସୋମବାର କାର୍ଯ୍ୟକ୍ଷମ ହୋଇଛି ।
କରୋନା ମହାମାରୀ ଆକ୍ରାନ୍ତଙ୍କୁ ଏହି ଦୁଃସାଧ୍ୟ!-->!-->!-->…
କଣ୍ଟିଲୋ ନୀଳମାଧଵ ମନ୍ଦିର ସେବାୟତଙ୍କୁ ମଧ୍ୟ ଆର୍ଥିକ ସହାୟତା ଦିଅନ୍ତୁ ରାଜ୍ୟ ସରକାର : ସିଦ୍ଧାର୍ଥ
ଭୁବନେଶ୍ୱର, ଏପ୍ରିଲ 18:ପୁରୀ ଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀମନ୍ଦିରର ସେବାୟତ ମାନଙ୍କୁ କରୋନା ମହାମାରୀ ଜନିତ ଲକଡାଉନ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର 5000 ଟଙ୍କା ଆର୍ଥିକ ସହାୟତା ଦେବାର ନିଷ୍ପତି ନେଇଛନ୍ତି। ତେବେ ପୁରୀ ସେବାୟତଙ୍କ ଭଳି ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟପୀଠ କଣ୍ଟିଲୋ!-->…
କରୋନା ପାଇଁ ଅଣ୍ଡା ଉତ୍ପାଦନ ଶିଳ୍ପରେ ତାଲା ଝୁଲିବା ଅବସ୍ଥା ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲା ଅଲ ଓଡିଶା ଲେୟାର…
ଭୁବନେଶ୍ୱର : ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ପରପ୍ରେକ୍ଷୀରେ ଓଡିଶାରେ ଅଣ୍ଡା ଉତ୍ପାଦନ କରୁଥିବା ଲେୟାର ଚାଷୀମାନଙ୍କ ମେରୁଦଣ୍ଡ ଦୋହଲି ଗଲାଣି । ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ରାଜ୍ୟରେ ୨୦ହଜାର ଲୋକଙ୍କୁ କର୍ମସଂସ୍ଥାନ ଯୋଗାଇଥିବା ଏହି ଶିଳ୍ପ ଏବେ ତିଷ୍ଠି ରହିବାପାଇଁ!-->…
SUMUM TURNS AROUND CRITICAL CASE
Bhubaneswar, April 14: Down with neumonia and septicemia setting in, 66-year-old Hemanta Kumar Mohapatra was wheeled into the ICU of SUM Ultimate Medicare (SUMUM) here with anxious relatives trailing behind.
His condition deteriorating!-->!-->!-->…
ଗୁରୁତର ଅସୁସ୍ଥଙ୍କୁ ସୁସ୍ଥ କଲା ସମ ଅଲଟିମେଟ ମେଡିକେଆର
ଭୁବନେଶ୍ୱର, ଏପ୍ରିଲ 14: କରୋନା ମହାମାରୀ ସମୟରେ ଗୁରୁତର ଅବସ୍ଥାରେ ଥାଇ ଉପଯୁକ୍ତ ସ୍ୱାସ୍ଥ୍ୟସେବା ପାଇବାରେ ବିଫଳ ହୋଇଥିବା ଜଣେ 66 ବର୍ଷୀୟ ବ୍ୟକ୍ତି ସମ ଅଲ୍ଲଟିମେଟ ମେଡିକେଆର ରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇପାରିଛନ୍ତି ।
ନିମୋନିଆ ଓ ସେପ୍ଟିସେମିଆ ରୋଗରେ ପୀଡିତ ହେମନ୍ତ!-->!-->!-->…
ଲକଡାଉନ ସମୟରେ ଘରେ ଘରେ ପହଂଚିବ ଡାକ୍ତରୀ ସେବା….
ସାରା ବିଶ୍ୱକୁ କରୋନା ମହାମାରୀ ଚିନ୍ତାରେ ପକାଇଥିବା ବେଳେ ଓଡିଶା ଲୋକଙ୍କ ସୁରକ୍ଷା ପାଇଁ ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି ଓଡ଼ିଶା ସରକାର । ଦେଶର ପ୍ରଥମ କୋଭିଡ୍-୧୯ ହସ୍ପିଟାଲ ଠାରୁ ଆରମ୍ଭ କରି ସଂକ୍ରମଣକୁ ରୋକିବା ପାଇଁ ବିିଭିନ୍ନ ଦିଗ ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର ।!-->…
ଦେଶର ଦ୍ଵିତୀୟ ବୃହତ୍ତମ କୋଭିଡ ହସ୍ପିଟାଲ ସୋଆ ଦ୍ଵାରା ଆରମ୍ଭ
ଭୁବନେଶ୍ୱର, ଏପ୍ରିଲ 6: କରୋନା ମହାମାରୀ ଆତଙ୍କର ମୁକାବିଲା କରିବା ପାଇଁ ସାରାଦେଶ ଏବେ ଲକଡାଉନ ରେ ଥିବା ବେଳେ ରୋଗୀ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ!-->…
SOA OPERATED COUNTRY’S LARGEST ODISHA COVID HOSPITAL BECOMES FUNCTIONAL
Bhubaneswar, April 6: Even as the country was locked in a grim battle against the Covid-19 pandemic with the number of infected people rising every day, Odisha’s largest stand-alone Covid Hospital, run by the Institute of Medical Sciences!-->…
ପବିତ୍ର ରାମ ନବମୀରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଚିରା ଅନୁକୂଳ…
ପବିତ୍ର ରାମନବମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଚିରା ଅନୁକୂଳ ହୋଇଛି । କଟକ ଖପୁରିଆ ସ୍ଥିତ ଓଏଫଡିସିର କରତ କଳରେ ଏହି କାଠ ଚିରା ଅନୁକୂଳ ହୋଇଛି ।
ଶ୍ରୀମନ୍ଦିର ପ୍ରଶାସନର ମୁଦିନିଧି ଦଳ ଆଜ୍ଞାମାଳ ନେଇ ପହଞ୍ଚିବା ପରେ ପୂଜାର୍ଚନା କରାଯାଇ କାଠ ଚିରା ଆରମ୍ଭ ହୋଇଥିଲା ।
!-->!-->!-->!-->!-->!-->!-->…
ସୋଆ ନୂତନ କୋଭିଡ 19 ହସ୍ପିଟାଲ ପରିଦର୍ଶନ କଲେ 5ଟି ସଚିବ ଓ ଉନ୍ନୟନ କମିଶନର
ଭୁବନେଶ୍ୱର, ମାର୍ଚ୍ଚ ୨୯: ମହାମାରୀ କରୋନାର ମୁକାବିଲା କରିବା ପାଇଁ ଦେଶର ପ୍ରଥମ ଓ ସର୍ବବୃହତ କୋଭିଡ 19 ହସ୍ପିଟାଲ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ସମ ହସ୍ପିଟାଲ ପକ୍ଷରୁ ସ୍ଥାପନ କରାଯାଉଛି।
ଏ ନେଇ ରବିବାର ଏହି ନୂତନ ହସ୍ପିଟାଲର ସ୍ଥାପନ କାର୍ଯ୍ୟ!-->!-->!-->!-->!-->…