Browsing Category

ରାଜ୍ୟ

ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ

ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି ପିଲାଙ୍କ ସାହାରା

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ

ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା । ଅକ୍ଟୋବର ୧୨ ତାରିଖ ବିଶ୍ୱ

ବିଜେବି ଫ୍ରେଣ୍ଡସ୍ ପକ୍ଷରୁ ଗାନ୍ଧୀ ଜୟନ୍ତି ପାଳିତ

ଗତ ସୋମବାର ବିଜେବି କଲେଜର ପୁରାତନ ଛାତ୍ର ସଂଘ “ବିଜେବି ଫ୍ରେଣ୍ଡସ” ତରଫରୁ କଲେଜ ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଅଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନନୀୟ ଅତୀଥି ଭାବେ ବିରଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସୁଧାକର

ପୂର୍ବତନ ମନ୍ତ୍ରୀ ହରିହର ସିଂହ ମର୍ଦ୍ଦରାଜଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ

ଖଣ୍ଡପଡ଼ାର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସ୍ୱର୍ଗତ ହରିହର ସିଂହ ମର୍ଦ୍ଦରାଜ ଭ୍ରମରବର ରାୟଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ରାଜବାଟୀ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ାର ପୂର୍ବତନ ବିଧାୟକ, ଯୁବରାଜ ତଥା ସ୍ୱର୍ଗତ ମର୍ଦ୍ଦରାଜଙ୍କ ନାତି ଶ୍ରୀ ସିର୍ଦ୍ଧାର୍ଥଶେଖର ସିଂହ ତାଙ୍କ

ଶାହାଙ୍କ ଗସ୍ତ ବେଳେ ନେତାଙ୍କୁ ଦଳୀୟ କାର୍ଯ୍ୟାଳୟ ମନା…

ବର୍ଷା ରେ ଭିଜିଲେ ବିଜେପି ନେତା : ରାଜ୍ୟର ବୁଥ୍ ସଂଗଠନକୁ ସଶକ୍ତ କରିବା ପାଇଁ ଓଡିଶା ଗସ୍ତ ସମୟରେ ଦଳୀୟ କାର୍ଯ୍ୟାଳୟ ରେ ଗୃହମନ୍ତ୍ରୀ ଅମିତ ଶାହା ବିଜେପି ନେତାଙ୍କୁ ଦେଇଛନ୍ତି ଗୁରୁମନ୍ତ୍ର ଆଗାମୀ ନିର୍ବାଚନରେ ପାର୍ଟିକୁ ଜିତାଇବା ପାଇଁ ଦଳୀୟ ପଦାଧିକାରୀ, ବିଧାୟକ, ସାଂସଦ ଓ