Browsing Category

ରାଜ୍ୟ

“ଓଡ଼ିଶା ୱିମେନ୍ ଇନ୍ ମିଡିଆ”ର ଶୁଭାରମ୍ଭ

ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ଓ ଏବଂ ଏହି କ୍ଷେତ୍ର ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠନ ହୋଇଥିବା “ଓଡ଼ିଶା ୱିମେନ୍ ଇନ୍ ମିଡିଆ” (ଓଡବ୍ଲୁଏମ୍‌)ର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଯାଇଛି । ଏହି କ୍ଷେତ୍ର ସହିତ ଜଡ଼ିତ ମହିଳାମାନଙ୍କ ସୁବିଧା ସୁଯୋଗ,

ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ସୋଆ ସମ୍ମାନିତ

ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ‘ତୃତୀୟ ବିଆର୍‌ଏମ୍ ଆଶା’ ସମ୍ମାନ ପ୍ରଦାନ କରାଯାଇଛି । ସୋଆ ଏବଂ ଏହା ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ମିଳିତ ଭାବେ

ଖଣ୍ଡପଡାରେ “ମୁଁ ବଘେଲ” ପକ୍ଷରୁ ପଠାଣି ସାମନ୍ତଙ୍କ ୧୮୮ ତମ ଜୟନ୍ତୀ ଅନୁଷ୍ଠିତ

ବିଶ୍ୱ ବିଖ୍ୟାତ ଜ୍ୟୋର୍ତିବିଦ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ଜୟନ୍ତୀ ଖଣ୍ଡପଡା ସ୍ଥିତ “ମୁଁ ବଘେଲ” ପରିବାର ପକ୍ଷରୁ ଆୟୋଜିତ ହୋଇଯାଇଛି । ଖଣ୍ଡପଡ଼ା ସ୍ଥିତ ରାଜବାଟୀ ପରିସରର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଏବଂ

ଉପନିର୍ବାଚନ, ଧାମନଗର ଓ ବିଜୟ :

ଧାମନଗରରେ ବିଜେଡିର ହାର ଓ ବିଜେପି ର ଜିତ ପରେ ଏବେ ଜୋର ଧରିଛି ଅନେକ ସମୀକ୍ଷା ଅନେକ ଚର୍ଚ୍ଚା ଓ ଅନେକ ତର୍କ ବିତର୍କ… ଧାମନଗରରେ ଫୁଟିଛି ପଦ୍ମ । ବିଜେପିର ଏହି ବିଜୟକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ଦୁଇ ଦଶନ୍ଧୀରୁ ଅଧିକ ସମୟ ଧରି ରାଜ୍ୟରେ ଶାସନ କରୁଥିବା ବିଜେଡି ପାଇଁ ଏହି

ଦଶହରାରେ ଭିଜିବ ଓଡ଼ିଶା

ଚଳିତ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ