Browsing Category

ମନୋରଞ୍ଜନ

କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍ ପକ୍ଷରୁ ଆନନ୍ଦ ଉତ୍ସବ

ଓଡ଼ିଶୀ ନୃତ୍ୟାନୁଷ୍ଠାନ କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍ ପକ୍ଷରୁ ପଂଚଦଶତମ ‘ଆନନ୍ଦ ଉତ୍ସବ’ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରସ୍ଥିତ ରଙ୍ଗମଂଚରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ାର ପୂର୍ବତନ ବିଧାୟକ ତଥା ଯୁବରାଜ ସିଦ୍ଧାର୍ଥ ଶେଖର ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି…

‘ବତାସୀ ଝଡ’ ଉତ୍ସବ…..

୧୯୮୧ ମସିହାରେ ମୁକ୍ତିଲାଭ କରିଥିଲା ଷ୍ଟାର୍ ଫିଲ୍ମସ ନିବେଦିତ ଓଡ଼ିଆ ଚଳଚ୍ଚିତ୍ର ‘ବତାସୀ ଝଡ଼’ । ଆରତୀ ମହାନ୍ତିଙ୍କ ପ୍ରଯୋଜିତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ରମେଶ ମହାନ୍ତି । ଭାରତୀୟ ଚଳଚ୍ଚିତ୍ରର ପ୍ରଖ୍ୟାତ ସଙ୍ଗୀତକାର ସଲୀଲ୍ ଚୌଧୁରୀ ‘ବତାସୀ ଝଡ଼’ ପାଇଁ ସଙ୍ଗୀତ ସଂରଚନା…

ମାଲେସିଆରେ ରଜ ମହୋତ୍ସବ

ବିଦେଶରେ ପାଳିତ ହେଲା ଓଡ଼ିଶାର ଗଣପର୍ବ ରଜ ମହୋତ୍ସବ । ମାଲେସିଆର କୁଆଲାଲମ୍ପୁରରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ଗତ ଜୁନ୍ ୧୮ ତାରିଖ ଦିନ ଧୁମଧାମ୍‌ରେ ପାଳନ କରିଛନ୍ତି ମା’ ଓ ମାଟିର ପର୍ବ ରଜ ମଉଜ । ମାଲେସିଆ ଓଡିଆ କମ୍ୟୁନିଟି (ଜ୍ଞକ୍ଟମ) ପକ୍ଷରୁ ଆୟୋଜିତ ଏହି ମହୋତ୍ସବରେ…

ସୁମା ରିୟଲ ମିଡିଆର ଦ୍ୱିତୀୟ ଅବଦାନ ‘ମନ ମୋ ନେଇଗଲୁ ରେ’ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’ର ଶୁଭ ମହୁରତ ଶୁକ୍ରବାର ଆଇଟିଇଆରରେ ଆୟୋଜିତ ହେଇଯାଇଛି । ସୁମା ରିଅଲ ମିଡିଆର ଏହା ଦ୍ୱିତୀୟ ଅବଦାନ । ଫିଲ୍ମରେ ମୁଖ୍ୟ ଭୂମିକାରେ ଜ୍ୟୋତି ଓ ଭୂମିକା ଅଭିନୟ କରିଛନ୍ତି । ଆଜି ପ୍ରମେୟନ୍ୟୁଜ୍-୭ର ଗ୍ରୁପ ଏଡିଟର ଗୋପାଳକୃଷ୍ଣ ମହାପାତ୍ର କ୍ଲାପ୍ ଦେଇ…