Monthly Archives

May 2023

କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍ ପକ୍ଷରୁ ଆନନ୍ଦ ଉତ୍ସବ

ଓଡ଼ିଶୀ ନୃତ୍ୟାନୁଷ୍ଠାନ କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍ ପକ୍ଷରୁ ପଂଚଦଶତମ ‘ଆନନ୍ଦ ଉତ୍ସବ’ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରସ୍ଥିତ ରଙ୍ଗମଂଚରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ାର ପୂର୍ବତନ ବିଧାୟକ ତଥା ଯୁବରାଜ ସିଦ୍ଧାର୍ଥ ଶେଖର ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି