Daily Archives

October 11, 2025

ବିଜେବି ଫ୍ରେଣ୍ଡ୍ସ ଦ୍ୱାରା ଗାନ୍ଧୀ ଦର୍ଶନ ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ପାଳିତ

ଯୁବପିଢ଼ି ମାନଙ୍କ ମଧ୍ୟରେ ମହାତ୍ମାଗାନ୍ଧୀଙ୍କ ନୀତି ଓ ଆଦର୍ଶର ବାର୍ତ୍ତା ପହଞ୍ଚାଇବାକୁ ୟୁନିୟନ ବ୍ୟାଙ୍କ ଅଫ ଇଣ୍ଡିଆର ଆର୍ଥିକ ସହାୟତାରେ ଓ ବିଜେବି କଲେଜ ପୁର୍ବତନ ଛାତ୍ରଛାତ୍ରୀ ସଂଘ ବିଜେବି ଫ୍ରେଣ୍ଡ୍ସ ଆନୁକୁଲ୍ୟରେ ବିଜେବି କଲେଜରେ "ୟୁଥ୍ ରିମେମ୍ଵରିଙ୍ଗ ଗାନ୍ଧୀ" ଉତ୍ସବ ପାଳିତ