Daily Archives

December 15, 2025

ସୋଆରେ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ

ବିଶ୍ୱବିଖ୍ୟାତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ୧୯୦ ତମ ଜନ୍ମଜୟନ୍ତୀ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ବିଶିଷ୍ଟ ଜ୍ୟୋତିର୍ବଜ୍ଞାନୀ ଓ ଗଣିତଜ୍ଞ ଭାବେ ଖ୍ୟାତି ଅର୍ଜନ କରିଥିବା ତଥା ଖଣ୍ଡପଡ଼ା ରାଜବଂଶର